ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ଲଢିବେ ନାହିଁ

Newly-appointed Odisha Congress chief Karthik Pandian not to contest polls

Dec 15, 2023 - 10:23
 12
ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ଲଢିବେ ନାହିଁ

ଭୁବନେଶ୍ୱର ୧୫/୧୨ : ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ ନବୀନ ଓଡ଼ିଶା ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସମ୍ପର୍କରେ ସୂଚନା ଦେଇ ସେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ଯ ଜନସେବା ଜାରି ରଖିବେ ।