ବାଗେଶ୍ବର ବାବା ମହାପ୍ରଭୁଙ୍କ ଦର୍ଶନ କଲେ
bageswar baba in puri jaganath temple
ଜାଗ୍ରତ 24 News : ବାଗେଶ୍ୱର ଧାମ ବାବା ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଶ୍ରୀମନ୍ଦିର ଆସି ଜଗନ୍ନାଥ ଦର୍ଶନ କରିଛନ୍ତି I ମହାପ୍ରଭୁଙ୍କ ଦର୍ଶନ କରିବା ସହ ମା ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପରେ ଶ୍ରୀମନ୍ଦିର ଭିତରେ ଥିବା ସାକ୍ଷୀଗୋପାଳ ମନ୍ଦିରରେ ବସି ମହାପ୍ରସାଦ ସେବନ କରିଥିଲେ।ହନୁମାନ ସାଧକ ବାବା ବାଗେଶ୍ୱରଙ୍କୁ ଧବଳେଶ୍ବରଙ୍କ ପୂଜକ ସିତେଶ ପତ୍ରି ଏକ ପିତ୍ତଳର ଗଦା ଉପହାର ଦେଇଥିଲେ।ଯାହାର ଓଜନ ପ୍ରାୟ ସାଢ଼େ ଛଅ କିଲୋ ହବ I ସେଠାରେ ମହାପ୍ରଭୁଙ୍କ ଦର୍ଶନ କରିଥିବାବେଳେ ତାଙ୍କୁ ଦେଖିବା ପାଇଁ ଲାଗିଥିବା ଭକ୍ତଙ୍କ ଭିଡ଼ ।
