କୋରାପୁଟ ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ
cm naveen launches laccmi bus yojana in koraput
କୋରାପୁଟ ୧୪ / ୧୨ : କୋରାପୁଟ ଜିଲ୍ଲାର ୧୦ଟି ବ୍ଲକର ପ୍ରାୟ ୫୦ ଟି ରୁଟରେ ୪୫ ଟି ଲକ୍ଷ୍ମୀ ବସ ଚଳା ଚଳ କରିବ ବୋଲି ଆଂଚଳିକ ପରିବହନ ଅଧିକାରୀ ସୂଚନା ଦେଇଛନ୍ତି ।ଏହାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରାପୁଟ ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ୬୬ ଟି ବସ ରାଜ୍ୟ ସରକାର ଅନୁମୋଦନ କରିଥିବା ଜଣାପଡିଛି । ବନ୍ଧୁଗାଁ ବ୍ଲକରେ ୪ ଗୋଟି ବସ୍ ଚଳାଚଳ କରିବାକୁ ଥିବାବେଳେ ଏସଏଚଜି ବ୍ଲକ ମହସଂଘକୁ ପରିଚାଳନା ଦାୟିତ୍ଵ ଦିଆଯାଇଛି ।
