ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟି-ଟ୍ବେଣ୍ଟି
india south africa 2nd T20 series
ଜାଗ୍ରତ 24 News : ଦକ୍ଷିଣ ଆଫ୍ରିକାର ପୋର୍ଟ ଏଲିଜାବେଥର ସେଣ୍ଟ ଜଜ ପାର୍କରେ ମ୍ୟାଚ ଅନୁଷ୍ଠିତ ହେବ । ଭାରତୀୟ ସମୟ ରାତି ୮ଟା ୩୦ରେ ଖେଳ ଆରମ୍ଭ ହେବ । ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳର ନେତୃତ୍ବ ନେଉଛନ୍ତି । ୩ ଟିକିଆ ମ୍ୟାଚ୍ ବିଶିଷ୍ଟ ଟି-ଟ୍ବେଣ୍ଟି ସିରିଜର ପ୍ରଥମ ମ୍ୟାଚରେ ବର୍ଷା ବାଧାଦେଇଥିଲା । ତେବେ ଆଜି ବି ମ୍ୟାଚରେ ବର୍ଷା ବାଧାଦେବା ଆଶଙ୍କା ରହିଛି ।
