ଧାରା ୩୭୦ ଉଚ୍ଛେଦକୁ ନେଇ ଆସିଲା ଐତିହାସିକ ରାୟ

jammu kasmir 370 article decission supremecourt

Dec 11, 2023 - 07:34
 10
ଧାରା ୩୭୦ ଉଚ୍ଛେଦକୁ ନେଇ ଆସିଲା ଐତିହାସିକ ରାୟ

ଜାଗ୍ରତ 24 News: ଜାମୁ କାଶ୍ମୀର ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ସୁପ୍ରିମ କୋର୍ଟ ର ଐତିହାସିକ ରାୟ। ସୁପ୍ରିମକୋର୍ଟ କହିଛନ୍ତି ଯେ ଜାମୁ କାଶ୍ମୀର ରେ କେବଳ ଭାରତର ସମ୍ବିଧାନ ଲାଗୁ କରାଯିବ। ଅନ୍ୟ କୌଣସି ସମ୍ବିଧାନ ଲାଗୁ କରାଯିବ ନାହିଁ।ଆସନ୍ତା ୩୦ ସେପ୍ଟେମ୍ବର ୨୦୨୪ ସୁଦ୍ଧା ଜାମୁ କାଶ୍ମୀର ରେ ନିର୍ବାଚନ କରାଇବାକୁ ନିର୍ଦ୍ଦେଶ ସୁପ୍ରିମକୋର୍ଟ।।ଜାମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଏହି ରାୟ ଆସିଛି  । ଲଦାଖ କେନ୍ଦ୍ରଶାସିତ ଅଚଳ ଭାବେ ସ୍ଥିତି ବଜାୟ ରହିବ ।