ଆଜି ଶପଥ ନେବେ ଦୁଇ ମୁଖ୍ୟମନ୍ତ୍ରୀ ମଧ୍ୟପ୍ରଦେଶ ଓ ଛତିଶଗଡ଼
today Shapatha madhyapradesh and Chhattisgarh new cm
ଜାଗ୍ରତ 24 News: ଆଜି ଶପଥ ନେବେ ଦୁଇ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ମଧ୍ୟପ୍ରଦେଶ ଓ ବିଷ୍ଣୁଦେବ ସାଏ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମୋହନଙ୍କ ସହିତ ୧୨ ଜଣ ମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ରହିଛି । ମୋହନ ଯାଦବ ଲଗାତର ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ଜଗଦୀଶ ଦେଓଡା ଏବଂ ରାଜେଶ ଶୁକ୍ଲା ଉପମୁଖମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ଗ୍ରହଣ ଉତ୍ସବରେ ବିଜେପିର ବରିଷ୍ଠ ନେତାମାନେ ସାମିଲ ହେବେ । ବିଷ୍ଣୁଦେବ ସାଏ ଛତିଶଗଡ଼ର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ।
